ଭୁବନେଶ୍ୱର,୪/୧୦: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୬୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୭୪ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୧୫,୦୧୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫,୦୭୫ ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 3rd October
New Positive Cases: 407
Of which 0-18 years: 74
In quarantine: 238
Local contacts: 169(Details of local contacts will be shared by concerned Dist Administration)
District Wise Cases:
1. Angul: 2
2. Balasore: 16
3. Bargarh: 1
4. Bhadrak: 2— I & PR Department, Odisha (@IPR_Odisha) October 4, 2021
18. Sundargarh: 2
19. State Pool: 39New recoveries: 606
Cumulative tested: 20236945
Positive: 1028366
Recovered: 1015018
Active cases: 5075— I & PR Department, Odisha (@IPR_Odisha) October 4, 2021