ଭୁବନେଶ୍ୱର,୨୪/୪: ସୁଧୁରିଛି କରୋନା ଅବସ୍ଥା। ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬ ଓ ସ୍ଥାନୀୟ ଅଞ୍ଚଳରୁ ୩ ରୋଗୀ ଚିହ୍ନଟ ହୋଇନାହାନ୍ତି। ୦-୧୮ ବର୍ଷ ଭିତରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୮୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୭୨୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
New recoveries: 11
Cumulative tested: 31180308
Positive: 1287989
Recovered: 1278729
Active cases: 83— I & PR Department, Odisha (@IPR_Odisha) April 24, 2022