ଭୁବନେଶ୍ୱର, ୧୪/୧୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୯ ଓ ସ୍ଥାନୀୟ ଅଞ୍ଚଳରୁ ୭୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୫ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୫,୬୫୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୩୪,୫୦୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୭୧୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 14th November
New Positive Cases: 185
Of which 0-18 years: 35
In quarantine: 109
Local contacts: 76(Details of local contacts will be shared by concerned District)
1. Balasore: 9
2. Bhadrak: 2
3. Boudh: 2
4. Cuttack: 14
5. Deogarh: 2
6. Dhenkanal: 1— I & PR Department, Odisha (@IPR_Odisha) November 15, 2021
18. Sundargarh: 1
19. State Pool: 18New recoveries: 205
Cumulative tested: 22896011
Positive: 1045656
Recovered: 1034505
Active cases: 2719— I & PR Department, Odisha (@IPR_Odisha) November 15, 2021