ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର, ୨/୩: ଗଜପତି ଜିଲ୍ଲା ରାୟଗଡ ବ୍ଲକରେ କାର୍ଯ୍ୟରତ ଯନ୍ତ୍ରୀଙ୍କା ଘରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ସୂଚନା ମିଳିଛି। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ କେ.ନାଗେଶ୍ବର ସେନାପତି ଙ୍କ ଘରେ ଚଢ଼ାଉ ହୋଇଛି।

ତାଙ୍କର ବ୍ରହ୍ମପୁରରେ ଥିବା ଶଳାଘର, ଆସିକା ସ୍ଥିତ ପୈତୃକ ଘର, ରାୟଗଡ଼ ଅଫିସ ଓ ଛଅମାଇଲରେ ଥିବା ଇଟା ଫ୍ୟାକ୍ଟ୍ରି ଉପରେ ଚଢାଉ ଜାରି ରହିଥିବା ସୂଚନା ରହିଛି।