ପିପିଲି ଉପ-ନିର୍ବାଚନ ପାଇଁ ଭୋଟ୍ ଗଣତି ଜାରି

ଭୁବନେଶ୍ୱର, ୩/୧୦: ପିପିଲି ଉପ-ନିର୍ବାଚନ ପାଇଁ ଭୋଟ୍ ଗଣତି ଜାରି ହୋଇଛି। ପ୍ରଥମେ ପୋଷ୍ଟାଲ ବାଲାଟ୍ ପରେ  ଇଭିଏମ୍ ଭୋଟ୍ ଗଣତି ଆରମ୍ଭ ହୋଇଛି। ମୋଟ ୧୪ଟି ଟେବୁଲରେ ୨୪ ରାଉଣ୍ଡ  ଗଣତି ହେବ। ଭୋଟ ଗଣତି ପାଇଁ  ୬୨ ଜଣ ଅଧିକାରୀ ନିୟୋଜିତ ଅଛନ୍ତି। ଏହାସହ ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।